ଝାରସୁଗୁଡ଼ା ଜିଲ୍ଲା ରେ ୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା

ରାଜ୍ୟ ରେ କରୋନ ସଂକ୍ରମିତ ଙ୍କ ସଂଖ୍ୟା ବଢୁଥିବା ବେଳେ ଝାରସୁଗୁଡ଼ା ଜିଲ୍ଲାରେ ଗତ ୨୪ ଘଣ୍ଟାରେ କରୋନା ସଂକ୍ରମଣ କମ୍ ଥିବା ଦେଖିବାକୁ ମିଳିଛି। ଜିଲ୍ଲା ରେ ୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬୨ ନୂଆ କୋରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେଥି ମଧ୍ୟରୁ ଝାରସୁଗୁଡ଼ା ଜିଲ୍ଲା ରୁ ୪ ଜଣ ନୂଆ କୋରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଇଛନ୍ତି ସୂଚନା ଓ ଲୋକସମ୍ପର୍କ ବିଭାଗ।ତେବେ କୋଭିଡ ସ୍ଥିତି କୁ ଦେଖି ଲୋକମାନେ ସମସ୍ତ ନିୟମ କୁ ମାନିଲେ ଜିଲ୍ଲାରେ କରୋନା ସଂକ୍ରମଣ କୁ ରୋକା ଯାଇ ପାରିବ

Post a Comment

0 Comments

Notification
Lorem ipsum dolor sit amet, consectetur adipiscing elit. Suspendisse a ullamcorper justo, et suscipit ex. Vivamus ornare eu mauris id imperdiet.Lorem ipsum dolor sit amet, consectetur adipiscing elit.

Done