ରାଜ୍ୟ ସରକାରଙ୍କ ଶିଳ୍ପ ନୀତି ଓ ମୁଖ୍ୟମନ୍ତ୍ରୀଙ୍କ ତତ୍ତ୍ଵାବଧାନ କ୍ରମେ କ୍ଷୁଧା ମୁକ୍ତ ଓଡ଼ିଶାର ସ୍ଵପ୍ନକୁ ସାକାର କରିବା ପାଇଁ ବେକାର ଯୁବକ ଯୁବତୀମାନଙ୍କୁ ନିଯୁକ୍ତିଯୋଗାଇବାକୁ ନେଇ ବୈଠକ କରାଯାଇଥିଲା। ଏନେଇ ଆଜି ଝାରସୁଗୁଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଥିବା DMF ସମ୍ମିଳନୀ କକ୍ଷରେ ଜିଲ୍ଲା ପ୍ରଶାସନ, ମନ୍ତ୍ରୀ ଓ ବିଭିନ୍ନ ବିଭାଗୀୟ ଅଧିକାରୀ ଯୋଗଦେଇଥିଲେ। ଏହି ବୈଠକରେ MSME ମନ୍ତ୍ରୀ ପ୍ରତାପ କେଶରୀ ଦେବ ମଧ୍ୟ ଯୋଗଦେଇ ଆଲୋଚନା କରିଥିଲେ।
0 Comments