ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ପ୍ରବଳ ଖରା ଯୋଗୁଁ କାଲିଠାରୁ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ୧୬ ତାରିଖ ଯାଏ ବନ୍ଦ ରହିବ ।
ଗତ କିଛି ଦିନ ହେବ ରାଜ୍ୟରେ ତାତି ବଢୁଥିବା ଯୋଗୁଁ ସ୍କୁଲ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ସହିତ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ୧୬ ତାରିଖ ଯାଏ ବନ୍ଦ ରହିବ ।
0 Comments