ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ ଓ ବାମପନ୍ଥୀ ଦଳ


 ତେଜୁଛି କଲେଜ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣା ।

ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ ଓ ବାମପନ୍ଥୀ ଦଳ । 

ଏହି ସମୟରେ ସ୍କୁଲ, କଲେଜ, ଦୋକାନ, ବଜାର ସବୁ ବନ୍ଦ ରହିବ ।

ଆଜି ସବୁ ସହରରେ କ୍ୟାଣ୍ଡେଲ ଲାଇଟ୍ ଶୋଭାଯାତ୍ରା ସହ ଶୁଭଶ୍ରୀଙ୍କ ଶ୍ରଦ୍ଧାଞ୍ଜଳି ଦିଆଯିବ ।

ରାଜ୍ୟରେ ସୌମ୍ୟଶ୍ରୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ଜଣେ କଲେଜ୍ ଛାତ୍ରୀଙ୍କ ମୃତ୍ୟୁ ସମସ୍ତଙ୍କୁ ମର୍ମାହତ କରିଦେଇଛି । ଆଉ ଏହି ଘଟଣା ଛାତ୍ରୀ ମହଲରେ ଆହୁରି ପ୍ରଭାବ ପକାଇଛି । ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ଧୀରେ ଧୀରେ ଉତ୍ତେଜନା ବଢ଼ିବାରେ ଲାଗିଛି । ଏହି ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ବିରୋଧୀ ଘେରିବା ସହ ପ୍ରଶ୍ନ ବାଣରେ ଘାଇଲା କରିଛନ୍ତି କଂଗ୍ରେସ ଏବଂ ବାମପନ୍ଥୀ ଦଳ । ଏହାରି ଭିତରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ ଓ  ବାମପନ୍ଥୀ ଦଳ । ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ ଓ ବାମପନ୍ଥୀ ଦଳ । ଏହି ସମୟରେ ସ୍କୁଲ, କଲେଜ, ଦୋକାନ, ବଜାର ବନ୍ଦ ରହିବ । ଆଜି ସବୁ ସହରରେ ଜଳାଯିବ କ୍ୟାଣ୍ଡେଲ ଲାଇଟ୍ । କ୍ୟାଣ୍ଡେଲ ଶୋଭାଯାତ୍ରା କରି ସୌମ୍ୟାଶ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବ କଂଗ୍ରେସ । ତେବେ ଓଡ଼ିଶା ବନ୍ଦ ଡାକରାରେ ସମସ୍ତେ ସାମିଲ ହେବା ପାଇଁ ଆହ୍ବାନ ଦେଇଛି

Post a Comment

0 Comments

Notification
Lorem ipsum dolor sit amet, consectetur adipiscing elit. Suspendisse a ullamcorper justo, et suscipit ex. Vivamus ornare eu mauris id imperdiet.Lorem ipsum dolor sit amet, consectetur adipiscing elit.

Done